• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th April 2024: ଆଜି ଏହି ରାଶିର ବ୍ୟକ୍ତି ଚାକିରିରେ ସ୍ଥାନାନ୍ତରିତ ହୋଇପାରନ୍ତି

ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୬ ତାରିଖ ଶନିବାର। ଚନ୍ଦ୍ର- କୁମ୍ଭ ଅହୋରାତ୍ର। ତିଥି- ଦ୍ୱାଦଶୀ ଦିବା ୧୦.୧୯ ଗତେ ତ୍ରୟୋଦଶୀ। ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର।ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର।

Gemini

ମିଥୁନ

Saturday 06 Apr 2024

ମୃଗଶିରା- ନିଜ ଲୋକଙ୍କୁ ବୃଥା ସନ୍ଦେହ କରି ନିଜେ ହିଁ କ୍ଷତିରେ ପଡିବେ । ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ସନ୍ତାନ ଚିନ୍ତା ଦେଖା ଦେଇପାରେ । କୌଣସି କାମକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବେ।

ଆଦ୍ରା- ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଜୀବନରେ ନୂଆ ସଂକେତ ମିଳିପାରେ । ବନ୍ଧୁବର୍ଗଙ୍କ ସହିତ ସଂଜବୁତ୍ ରହିବ । ଖବରଦାତା, ଆଇନଜ୍ଞମାନେ ବିଶେଷ ଉପକୃତ ହେବେ

ପୁନର୍ବସୁ- ଶିକ୍ଷାର୍ଥୀମାନେ ପଥ ଭ୍ରଷ୍ଟ ହୋଇ ପାରନ୍ତି । ପଡୋଶୀ ସବୁ ପାସୋରି ବନ୍ଧୁତାର ହାତ ବଢାଇବେ । ଖବରଦାତା, ଆଇନଜ୍ଞମାନେ ବିଶେଷ ଉପକୃତ ହେବେ ।

ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗୋମାତାଙ୍କୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :