• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th April 2024: ଆଜି ଏହି ରାଶିର ବ୍ୟକ୍ତି ଚାକିରିରେ ସ୍ଥାନାନ୍ତରିତ ହୋଇପାରନ୍ତି

ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୬ ତାରିଖ ଶନିବାର। ଚନ୍ଦ୍ର- କୁମ୍ଭ ଅହୋରାତ୍ର। ତିଥି- ଦ୍ୱାଦଶୀ ଦିବା ୧୦.୧୯ ଗତେ ତ୍ରୟୋଦଶୀ। ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର।ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର।

Cancer

କର୍କଟ

Saturday 06 Apr 2024

ପୁନର୍ବସୁ - ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ । ଅନ୍ୟମାନଙ୍କର କଥା ଓ କାର‌୍ୟ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେକରିବେ ।

ପୁଷ୍ୟା – ସାମାଜିକ କାର‌୍ୟ୍ୟରେ ଅଂଶଗ୍ରହଣ କରିବେ । ଅନେକ ଗୁଡିଏ କାମ ଅଟକି ଯାଇଥିବାରୁ ଅନ୍ୟମନସ୍କ ରହିବେ । ଯାହାଠାରୁ ଯାହା ପାଇବା ପାଇଁ ପ୍ରତିଶ୍ରୁତି ପାଇଥିଲେ ତାହା ନ ପାଇବାରୁ ପ୍ରତିହିଂସା ମୂଳକ ମନଭାବ ପୋଷଣ କରିବେ ।

ଅଶ୍ଳେଷା - ଆମଦାନୀ ବଢଇବାର ନୂଆ ଯୋଜନ ମୁଣ୍ଡକୁ ଆସିପାରେ । କୋର୍ଟକଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ । ମହିଳାମାନେ ପୂଜା ପାଠରେ ମନୋନିବେଶ କରିବେ ।

ପ୍ରତିକାର – ମା ଭୁବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :