• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th April 2024: ଆଜି ଏହି ରାଶିର ବ୍ୟକ୍ତି ଚାକିରିରେ ସ୍ଥାନାନ୍ତରିତ ହୋଇପାରନ୍ତି

ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୬ ତାରିଖ ଶନିବାର। ଚନ୍ଦ୍ର- କୁମ୍ଭ ଅହୋରାତ୍ର। ତିଥି- ଦ୍ୱାଦଶୀ ଦିବା ୧୦.୧୯ ଗତେ ତ୍ରୟୋଦଶୀ। ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର।ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର।

Leo

ସିଂହ

Saturday 06 Apr 2024

ମଘା- ସୁଖ ସମୃଦ୍ଧି ବଢିବ। ମହିଳା ମାନେ ସମ୍ମାନୀୟ ହେବେ । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ । ଧାତୁଅଳଙ୍କାର କ୍ରୟ କରି ସାମୟିକ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ।

ପୂ- ଫାଲ୍‌ଗୁନୀ- ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ । ଚଳଚ୍ଚିତ୍ରରେ ସୁନାମ ଅର୍ଜନ କରିପାରନ୍ତି । ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ଇଲେକ୍ଟ୍ରୋନିକ ସାମଗ୍ରୀ କିଣି ପାରନ୍ତି ।

ଉ- ଫାଲ୍‌ଗୁନୀ- ସରକାରୀସ୍ତରରେ କେତେକ ସୁବିଧା ପାଇବା ହେତୁ ଖୁସି ରହିବେ । ନୃତ୍ୟ ବାଦି କ୍ଷେତ୍ରରେ ସୁନାମ ଅର୍ଜନ କରିପାରନ୍ତି । ଦୁର୍ଘଟଣାର ଶିକାର ହୋଇପାରନ୍ତି । କୌଣସି ସହପାଠୀ ଆପଣଙ୍କର ସାହାର‌୍ୟ୍ୟ ଆଶା କରିପାରନ୍ତି।

ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :