• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th April 2024: ଆଜି ଏହି ରାଶିର ବ୍ୟକ୍ତି ଚାକିରିରେ ସ୍ଥାନାନ୍ତରିତ ହୋଇପାରନ୍ତି

ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୬ ତାରିଖ ଶନିବାର। ଚନ୍ଦ୍ର- କୁମ୍ଭ ଅହୋରାତ୍ର। ତିଥି- ଦ୍ୱାଦଶୀ ଦିବା ୧୦.୧୯ ଗତେ ତ୍ରୟୋଦଶୀ। ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର।ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର।

Sagittarius

ଧନୁ

Saturday 06 Apr 2024

ମୂଳା- ଗୃହରେ କୌଣସି ବ୍ୟକ୍ତିଙ୍କଠାରୁ ସୁଖ ସୁମ୍ବାଦ ପାଇବେ । ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ।

ପୂ, ଷାଢା- ଜୀବନ ସାଥୀ କୌଣସି ଉପହାର ଦେଇ ଆପଣଙ୍କୁ ଆଶ୍ଚର‌୍ୟ୍ୟ କରି ଦେବେ। କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ।

ଉ, ଷାଢା- ବିଦ୍ୟାର୍ଥୀମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ । ନୂତନ ଆୟର ପନ୍ଥା ଖୋଲିଯିବା ସହ ଉତ୍ତମ ରୋଜଗାର ହେବ । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ ।

ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :