ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୬ ତାରିଖ ଶନିବାର। ଚନ୍ଦ୍ର- କୁମ୍ଭ ଅହୋରାତ୍ର। ତିଥି- ଦ୍ୱାଦଶୀ ଦିବା ୧୦.୧୯ ଗତେ ତ୍ରୟୋଦଶୀ। ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର।ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର।
ଉ , ଷାଢା - ପାରିବାରିକ ଜୀବନରେ ପ୍ରଣୟ ଭଙ୍ଗର ସୂଚନା ମିଳିବ । ଚାକିରିରେ କୌଶଳ କ୍ରମେ ନିଜର ସ୍ଥିତି ସୁଦୃଢ କରିବେ । ଆବଶ୍ୟକିୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ । ନିଜର ଦୋଷ ତ୍ରୁଟି ସ୍ୱୀକାର କରିବେ ।
ଶ୍ରବଣା – ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ । ଛାତ୍ରଛାତ୍ରୀଙ୍କ ଲେଖାପଢାରେ ବାଧା ଦୂର ହେବ । ମାନ ମର୍ୟ୍ୟଦାରେ ଅଭିବୃଦ୍ଧି ଘଟିବ । ସୂର୍ଣ୍ଣାଳଙ୍କାର କିଣି ଖୁସି ଅନୁଭବ କରିପାରନ୍ତି । ମହିଳାମାନେ ବନ୍ଧୁପରିଜନଙ୍କ ସହ ସମୟ ବିତାଇବେ ।
ଧନିଷ୍ଠା – ଆର୍ଥିକ ସ୍ଥିତିକୁ ନେଇ ମାନସିକ ଅସ୍ଥିରତା ବଢିପାରେ । ମହିଳାମାନେ ପ୍ରତାରଣା ଜନିତ ଦୁଃଖ ଭୋଗିବାକୁ ପଡିବ । ପରିଶ୍ରମ କରିଲେ ବଳକା କାମ ପୂରା ହେବ ।
ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮