ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ। ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ । ସାମାଜିକ ଗଣ ମାଧ୍ୟମରେ ଦୀର୍ଘଦୀନ ଧରି ରହିବେ।
କୃତିକା- ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ। ନିଜ ଲୋକଙ୍କ ଉପରେ ଭରସା ମଧ୍ୟ କରି ପାରିବେ ନାହିଁ। କର୍ମକ୍ଷେତ୍ରରେ ଅନିଚ୍ଛା ସତ୍ୱେ ପ୍ରତିକ୍ରିୟାକୁ ପ୍ରକାଶ କରନ୍ତୁ ନାହିଁ। ସାମାଜିକ ମାନସମ୍ମାନ ବାଧାପ୍ରାପ୍ତ ହେବ। ରୋହିଣୀ- ଛାତ୍ର ଛାତ୍ରୀ ମାନେ ମାନସିକ ସ୍ତରରେ ଖୁସି ରହିବେ। ବହୁ ଦିନର ମନସ୍କାମନା ପୂରଣ ହେବ । ବ୍ୟସ୍ତତା ଭିତରେ ସମୟ ବିତାଇବେ। ମୃଗଶିରା- ହଠାତ୍ କୈାଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ। ନିଜ ଲୋକ କେହି ଆପଣଙ୍କୁ ହଇରାଣରେ ପକାଇ ପାରନ୍ତି।
ପ୍ରତିକାର – ମା କମଳାଙ୍କର ମୂଳମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬
ଅଶ୍ୱନୀ- ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ। ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ । ସାମାଜିକ ଗଣ ମାଧ୍ୟମରେ ଦୀର୍ଘଦୀନ ଧରି ରହିବେ।\ଦ୍ୱିଜା- ସହଯୋଗୀ ମାନଙ୍କ ଯୋଗୁ କର୍ମକ୍ଷେତ୍ରରେ ଭଲ କରିବେ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବଢିବ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ।