• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ। ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ । ସାମାଜିକ ଗଣ ମାଧ୍ୟମରେ ଦୀର୍ଘଦୀନ ଧରି ରହିବେ।

Aquarius

କୁମ୍ଭ

Sunday 06 Apr 2025

ଧନିଷ୍ଠା- ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍।ଶତଭିଷା- ସରକାରୀ ଓ ବେସରକାରୀ ସ୍ତରରେ ସମ୍ମାନିତ ହେବ। ବିଦ୍ୟାର୍ଥୀମାନେ ଦିଦ୍ୟାପ୍ରେମୀ ହୋଇପାରନ୍ତି। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ।ପୂ,ଭାଦ୍ରପଦ- ଆପଣଙ୍କ ସ୍ୱଭାବ ଆଖପାଖର ବାତା ବରଣକୁ ମଜାଦାର କରିବ। ଅନ୍ୟ ମାନଙ୍କ ସମସ୍ୟାରେ ଆପଣ ବିଚଳିତ ହୋଇପାରନ୍ତି । ଉଚ୍ଚାଧିକାରୀ ଓ ସହକର୍ମୀ ମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ।

ପ୍ରତିକାର – ବିଷ୍ଣୁଙ୍କ ପାଖରେ ତୁଳସୀ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS

ଅଶ୍ୱନୀ- ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ। ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ । ସାମାଜିକ ଗଣ ମାଧ୍ୟମରେ ଦୀର୍ଘଦୀନ ଧରି ରହିବେ।\ଦ୍ୱିଜା- ସହଯୋଗୀ ମାନଙ୍କ ଯୋଗୁ କର୍ମକ୍ଷେତ୍ରରେ ଭଲ କରିବେ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବଢିବ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ।