• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ। ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ । ସାମାଜିକ ଗଣ ମାଧ୍ୟମରେ ଦୀର୍ଘଦୀନ ଧରି ରହିବେ।

Pisces

ମୀନ

Sunday 06 Apr 2025

ପୂ,ଭାଦ୍ରପଦ-ପାରିବାରିକ ସମସ୍ୟା ଗୁଡିକ ଧିରେ ଧିରେ ସମାଧାନ ହୋଇ ଶାନ୍ତି ଶୃଙ୍ଖଳାସହ ସୁଖ ସମୃଦ୍ଧି ବୃଦ୍ଧି ହେବ । କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ।ଉ,ଭାଦ୍ରପଦ- ଆପଣଙ୍କର ଆତ୍ମ ବିଶ୍ୱାସ ସ୍ଥର ଉଚ୍ଚ ରହିବ । ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ଆଣିବା ସହିତ କିଛି ଅର୍ଥ ସଞ୍ଚୟ କରି ପାରନ୍ତି । ନୂଆ ଗୃହ ନିର୍ମାଣ କରି ଘରକୁ ଅଧିକ ଆକର୍ଷଣ କରିବେ ।ରେବତୀ- ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ। ସକାରତ୍ମକ ବିଚାର କ୍ୟାରିୟରକୁ ନୂଆ ଦିଶା ଦେବ । ଖେଳକୁଦରେ ମନ ଦେବେ।

ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS

ଅଶ୍ୱନୀ- ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ। ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ । ସାମାଜିକ ଗଣ ମାଧ୍ୟମରେ ଦୀର୍ଘଦୀନ ଧରି ରହିବେ।\ଦ୍ୱିଜା- ସହଯୋଗୀ ମାନଙ୍କ ଯୋଗୁ କର୍ମକ୍ଷେତ୍ରରେ ଭଲ କରିବେ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବଢିବ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ।