• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ। ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ । ସାମାଜିକ ଗଣ ମାଧ୍ୟମରେ ଦୀର୍ଘଦୀନ ଧରି ରହିବେ।

Gemini

ମିଥୁନ

Sunday 06 Apr 2025

ମୃଗଶିରା- ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟ ଉତ୍ସାହପୂର୍ଣ୍ଣ ହେବ । କୈାଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ । କାର୍ଯ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବ।ଆଦ୍ରା- ଭାଇ ଭଉଣୀ ପାଇଁ ପାରିବାରିକ ଶାନ୍ତି କେତେକାଂଶରେ ଦେଖାଦେବ। ଘର ଓ ଦୋକାନର ମରାମତି ପାଇଁ ଆପଣ ଯୋଜନା କରିପାରିବ। ଭାଷଣ ବାଜିରେ କ୍ରୋଧକୁ ଆୟତ କରି ଉଚିତ୍ କାର୍ଯ୍ୟ ବିଷୟରେ ପରାମର୍ଶ ଦେବା ଫଳରେ ପ୍ରଂଶସିତ ହେବେ। ପୁନର୍ବସୁ- ମହିଳା ମାନେ ଆନନ୍ଦମୟ ମୁହୂର୍ତ୍ତ କାଟିବେ । ଘରୋଇ ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ । ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ।

ପ୍ରତିକାର – ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS

ଅଶ୍ୱନୀ- ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ। ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ । ସାମାଜିକ ଗଣ ମାଧ୍ୟମରେ ଦୀର୍ଘଦୀନ ଧରି ରହିବେ।\ଦ୍ୱିଜା- ସହଯୋଗୀ ମାନଙ୍କ ଯୋଗୁ କର୍ମକ୍ଷେତ୍ରରେ ଭଲ କରିବେ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବଢିବ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ।