• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ। ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ । ସାମାଜିକ ଗଣ ମାଧ୍ୟମରେ ଦୀର୍ଘଦୀନ ଧରି ରହିବେ।

Cancer

କର୍କଟ

Sunday 06 Apr 2025

ପୁନର୍ବସୁ- କର୍ମକ୍ଷେତ୍ରରେ ଅଧିକାରୀ ଖୁସି ରହିବା ହେତୁ ଆପଣଙ୍କ ଦରମା ବଢିପାରେ। ଯେକୈାଣସି କାମ କରିବା।ବେଳେ ମନକୁ ଶାନ୍ତ ରଖନ୍ତୁ। ଜୀବନ ସାଥିଙ୍କ ସହିତ ସମ୍ବଦ୍ଧ ମଜବୁତ ରହିବ ।ପୁଷ୍ୟା- ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। ଶତ୍ରୁ ଓ ବିରୋଧି ଅପଦସ୍ଥ ହେବେ। ପତୀପତ୍ନୀଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ।ଅଶ୍ଲେଷା- ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବା ସକାଶେ ବହୁତ କଷ୍ଟ ସ୍ୱୀକାର କରିବାକୁ ପଡିବ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ।

ପ୍ରତିକାର – ଜଳ ସ୍ରୋତରେ ଭାସୁଥିବା ମାଛଙ୍କୁ ଖାଦ୍ୟ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS

ଅଶ୍ୱନୀ- ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ। ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ । ସାମାଜିକ ଗଣ ମାଧ୍ୟମରେ ଦୀର୍ଘଦୀନ ଧରି ରହିବେ।\ଦ୍ୱିଜା- ସହଯୋଗୀ ମାନଙ୍କ ଯୋଗୁ କର୍ମକ୍ଷେତ୍ରରେ ଭଲ କରିବେ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବଢିବ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ।