• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ। ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ । ସାମାଜିକ ଗଣ ମାଧ୍ୟମରେ ଦୀର୍ଘଦୀନ ଧରି ରହିବେ।

Leo

ସିଂହ

Sunday 06 Apr 2025

ମଘା- ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ। ବ୍ୟବସାୟାଦି ବିଭିନ୍ନ ସଂସ୍ଥାରୁ ଧନର ଆଗମନ ହେବ। ଅନ୍ୟ ମନସ୍କତା କାରଣରୁ ଯାତ୍ରା ସମୟରେ ହାତରେ ଆଘାତ ଲାଗିପାରେ।ପୂ,ଫାଲଗୁନି- କାହାର ଗ୍ୟାରେଣ୍ଟି ନେବା ଠାରୁ ଦୂରେଇ ରୁହନ୍ତୁ। ମହିଳାମାନଙ୍କର ଖ୍ୟାତି ବୃଦ୍ଧି ପାଇବ। ଛାତ୍ରଛାତ୍ରୀମାନେ ସୁନାମ ଅର୍ଜନ କରିବା ସହିତ ସବୁ ପ୍ରକାର ସୁବିଧା ପାଇବେ ।ଉ,ଫାଲଗୁନି- ଚାକିରି କ୍ଷେତ୍ରରେ ସନ୍ତୋଷ ଜନକ ଫଳ ମିଳିପାରେ। ସାମାଜିକ କ୍ଷେତ୍ରରେ ଆପଣଙ୍କର କାର୍ଯ୍ୟକଳାପ ବୃଦ୍ଧି ପାଇ। ମାନସିକ ଏକାଗ୍ରତା ରଖି ପାରିବେ ନାହିଁ।

ପ୍ରତିକାର – ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ ଥୋଇ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS

ଅଶ୍ୱନୀ- ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ। ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ । ସାମାଜିକ ଗଣ ମାଧ୍ୟମରେ ଦୀର୍ଘଦୀନ ଧରି ରହିବେ।\ଦ୍ୱିଜା- ସହଯୋଗୀ ମାନଙ୍କ ଯୋଗୁ କର୍ମକ୍ଷେତ୍ରରେ ଭଲ କରିବେ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବଢିବ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ।