ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ। ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ । ସାମାଜିକ ଗଣ ମାଧ୍ୟମରେ ଦୀର୍ଘଦୀନ ଧରି ରହିବେ।
ଉ,ଫଳଗୁନି- ବଡ ବ୍ୟବସାୟ ଦଳରେ ସାମିଲ ହେବା ପାଇଁ ପ୍ରସ୍ତାବ ପାଇବେ। କୌଣସି କାର୍ଯ୍ୟରେ ମଧ୍ୟସ୍ତି କରନ୍ତୁ ନାହିଁ । ମହିଳା ମିତ୍ରଙ୍କ ସାହାଯ୍ୟ ମିଳିବ।ହସ୍ତା- ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ଦୁର୍ବଳ ହେବେ। ବିଦ୍ୟାର୍ଥମାନଙ୍କର ଶିକ୍ଷା କ୍ଷେତ୍ରରେ ପରିବର୍ତନ ହୋଇପାରେ। ଭ୍ରମଣର ସୁଯୋଗ ରହିଛ।ଚିତ୍ରା- ସମ୍ପତି ବଢାଇବାର ଯୋଜନା ସଫଳ ହେବ । ନିଜର କାର୍ଯ୍ୟସାଧନ ସକାଶେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ । ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିପାରନ୍ତି ।
ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫
ଅଶ୍ୱନୀ- ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ। ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ । ସାମାଜିକ ଗଣ ମାଧ୍ୟମରେ ଦୀର୍ଘଦୀନ ଧରି ରହିବେ।\ଦ୍ୱିଜା- ସହଯୋଗୀ ମାନଙ୍କ ଯୋଗୁ କର୍ମକ୍ଷେତ୍ରରେ ଭଲ କରିବେ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବଢିବ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ।