• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ। ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ । ସାମାଜିକ ଗଣ ମାଧ୍ୟମରେ ଦୀର୍ଘଦୀନ ଧରି ରହିବେ।

Libra

ତୁଳା

Sunday 06 Apr 2025

ଚିତ୍ରା- କୈାଣସି ରୋଗରେ ସାମାନ୍ୟ କଷ୍ଟ ପାଇ ପାରନ୍ତି । ଯୋଗାଯୋଗ ଅଭାବ ହେତୁ ସମ୍ପର୍କୀୟଙ୍କ ମଧ୍ୟରେ ଦୂରତା ରହିପାଯ। ବ୍ୟବସାୟ ସମ୍ବନ୍ଧରେ ବଡ ଚୁକ୍ତି ହୋଇପାରେ। ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ହେବ।ସ୍ୱାତୀ- ପୋଲିସ୍ ଓ ଟିକସ କର୍ମଚାରୀ ମାନଙ୍କ ଠାରୁ ଆକସ୍ମିକ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। କ୍ୟାରିୟରରେ ଭଲ ଫଳାଫଳ ପାଇବେ । ବିଶାଖା- ଛାତ୍ରଛାତ୍ରି ମାନେ ଆଶାଜନକ ଫଳ ପାଇ ପାରିବେ ନାହିଁ । ଶତ୍ରୁମାନେ ମିତ୍ରପରି ବ୍ୟବହାର କରିବେ। ମହିଳାମାନେ ଆଧାର୍ମିକ ଦିଗରେ ମନ ଦେବେ। ପଇସାପତ୍ର ଅଭାବକୁ ନେଇ ସାମାନ୍ୟ ସମସ୍ୟା ଦେଖାଦେଇପାରେ।

ପ୍ରତିକାର – ମହାଲକ୍ଷ୍ମୀଙ୍କ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS

ଅଶ୍ୱନୀ- ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ। ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ । ସାମାଜିକ ଗଣ ମାଧ୍ୟମରେ ଦୀର୍ଘଦୀନ ଧରି ରହିବେ।\ଦ୍ୱିଜା- ସହଯୋଗୀ ମାନଙ୍କ ଯୋଗୁ କର୍ମକ୍ଷେତ୍ରରେ ଭଲ କରିବେ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବଢିବ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ।