• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ। ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ । ସାମାଜିକ ଗଣ ମାଧ୍ୟମରେ ଦୀର୍ଘଦୀନ ଧରି ରହିବେ।

Scorpio

ବିଛା

Sunday 06 Apr 2025

ବିଶାଖା- ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ। ସନ୍ତାନ ଓ ଜୀବନ ସାଥୀଙ୍କ ସହଯୋଗ ପାଇ ଗୃହସ୍ଥ ଜୀବନରେ ଭରପୂର ସୁଖପ୍ରାପ୍ତି ହେବ। ଅନ୍ୟର ପରାମର୍ଶ ଆପଣଙ୍କର ଲାଭ ଦାୟକ ହୋଇପାରେ ।ଅନୁରାଧା- ଅନଲାଇନ ବ୍ୟବସାୟ କରିବାକୁ ଭାବିବେ। ଶିକ୍ଷାର୍ଥୀମାନେ ଆତ୍ମ ନିର୍ଭରଶୀଳ ରହିବେ। ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି।ଜ୍ୟେଷ୍ଠା- ସଡକ ଦୁର୍ଘଟଣାର ସମ୍ଭାବନା ରହିଛି। ପୂର୍ବ କଥାକୁ ନେଇ ମନସ୍ତାପରେ ରହିପାରନ୍ତି। ଧାର ଦେବା ନେବାରେ ନିବୃତ୍ତ ରୁହନ୍ତୁ । ଈର୍ଷା ପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଶଂସାକୁ ସହି ନ ପାରି ନିନ୍ଦାଗାନ କରିପାରନ୍ତି।

ପ୍ରତିକାର –ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS

ଅଶ୍ୱନୀ- ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ। ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ । ସାମାଜିକ ଗଣ ମାଧ୍ୟମରେ ଦୀର୍ଘଦୀନ ଧରି ରହିବେ।\ଦ୍ୱିଜା- ସହଯୋଗୀ ମାନଙ୍କ ଯୋଗୁ କର୍ମକ୍ଷେତ୍ରରେ ଭଲ କରିବେ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବଢିବ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ।