ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ। ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ । ସାମାଜିକ ଗଣ ମାଧ୍ୟମରେ ଦୀର୍ଘଦୀନ ଧରି ରହିବେ।
ଉ,ଷାଢା- ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ୱିତ ହେବେ। ବନ୍ଧୁ ମିତ୍ରଙ୍କର ଆର୍ଥୀକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ । ନୂଆ ପ୍ରକଳ୍ପ ଲାଗି ଆପଣଙ୍କ ମନରେ ବିଚାର ଆସିବ ।ଶ୍ରବଣା- ରାଜନୈତିକ ଜୀବନରେ ଶତୃ ବୃଦ୍ଧି ଦେଖାଦେବ। କୈାଣସି ବଡ ଧରଣର ଯୋଜନା କାର୍ୟ୍ୟକାରୀ ହୋଇପାରେ । ପ୍ରତିଯୋଗିତା ମୂଳକ ପରୀକ୍ଷାରେ ସଫଳତା ପାଇବେ। କ୍ରୋଧକୁ ଆୟତରେ ରଖନ୍ତୁ । ଧନିଷ୍ଠା- ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିପାରନ୍ତି । ସମ୍ପତିକୁ ନେଇ ଦୀର୍ଘଦିନର ଚିନ୍ତା ଦୂର ହେବ । ନାରୀମାନେ ଈର୍ଷାପରାୟଣ ରହିବେ।
ପ୍ରତିକାର – ଶନିଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮
ଅଶ୍ୱନୀ- ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ। ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ । ସାମାଜିକ ଗଣ ମାଧ୍ୟମରେ ଦୀର୍ଘଦୀନ ଧରି ରହିବେ।\ଦ୍ୱିଜା- ସହଯୋଗୀ ମାନଙ୍କ ଯୋଗୁ କର୍ମକ୍ଷେତ୍ରରେ ଭଲ କରିବେ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବଢିବ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ।