• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th August 2023: ଏହି ରାଶିର ବ୍ୟକ୍ତି ଆଜି ଆର୍ଥ ତଥା ଭୂମି, ସୁନା ଆଦି ଲାଭ କରିବେ

ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୬ ତାରିଖ ରବିବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି - ୫ମୀ ପ୍ରାତଃ ୦୭.୧୦ ଗତେ ୬ଷ୍ଠୀ (କ୍ଷୟ) ନିଶାନ୍ତ ୦୫.୨୦ ଗତେ ୭ମୀ ।ଘାତ ଚନ୍ଦ୍ର- ଧନୁ ରାତ୍ରି୦୧.୪୪ ଗତେ ମେଷ । ଘାତ ବାର- ମେଷ । ପୁଷ୍କର ଦୋଷ- ୧ ପାଦ । କୃଷିହାନୀ- ଭୂମିଦାନ ନିଶାନ୍ତ ୦୫.୨୦ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ।

Aquarius

କୁମ୍ଭ

Sunday 06 Aug 2023

ଧନିଷ୍ଠା- କ୍ଷମତାଶାଳୀ ହେବାର ସୁଯୋଗ ଆସିବ । ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ । ଅପ୍ରତ୍ୟାଶିତ ସମ୍ପତି ମିଳିବାର ସୂଚନା ଅଛି । ପାରିବାରିକ ଅସ୍ୱାସ୍ଥ୍ୟ କର ପରିସ୍ଥିତିକୁ ନେଇ ଚିନ୍ତା ଗ୍ରସ୍ତ ରହିବେ ।

ଶତଭିଷା- ଚାକିରିରେ ହାକିମଙ୍କ ପ୍ରତି ଭୟ ରହିବ । ବିଶିଷ୍ଠ ବ୍ୟକ୍ତିଙ୍କ ସହିତ ସଂମ୍ପର୍କ ବୃଦ୍ଧି ହେବ । ମହିଳା ମାନେ ବିଭିନ୍ନ ପ୍ରକାର ଲାଭର ସୈାଭାଗ୍ୟ ଲାଭ କରବେ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ

ପୂ, ଭାଦ୍ରପଦ- ବିଦ୍ୟାର୍ଥୀ ମାନେ ପଢାରେ ସମ୍ମାନ ମିଳିବା ସହିତ ବିଦେଶା ଗତ ହେବାର ସୁଯୋଗ ରହିଛି । ବିବାହିତ ସମ୍ବନ୍ଧୀୟ କଥାବାର୍ତା ବେଳେ ସଂଯମ ରଖନ୍ତୁ । ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି ।

ପ୍ରତିକାର – ଶନିଦେବଙ୍କ ଗାୟତ୍ରି ମନ୍ତ୍ରକୁ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :