• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th August 2023: ଏହି ରାଶିର ବ୍ୟକ୍ତି ଆଜି ଆର୍ଥ ତଥା ଭୂମି, ସୁନା ଆଦି ଲାଭ କରିବେ

ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୬ ତାରିଖ ରବିବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି - ୫ମୀ ପ୍ରାତଃ ୦୭.୧୦ ଗତେ ୬ଷ୍ଠୀ (କ୍ଷୟ) ନିଶାନ୍ତ ୦୫.୨୦ ଗତେ ୭ମୀ ।ଘାତ ଚନ୍ଦ୍ର- ଧନୁ ରାତ୍ରି୦୧.୪୪ ଗତେ ମେଷ । ଘାତ ବାର- ମେଷ । ପୁଷ୍କର ଦୋଷ- ୧ ପାଦ । କୃଷିହାନୀ- ଭୂମିଦାନ ନିଶାନ୍ତ ୦୫.୨୦ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ।

Pisces

ମୀନ

Sunday 06 Aug 2023

ପୂ, ଭାଦ୍ରପଦ- ଭାଗ୍ୟ ଉଦ୍ୟୋଗି ହେବା ସହିତ, ବ୍ୟବସାୟ – ବାଣିଜ୍ୟରେ ଲାଭ ମିଳିବ । ପରିବାରରେ ସୁଖ - ପ୍ରୀତି ବୃଦ୍ଧି ପାଇବ । ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଧର୍ମ ଭାବନାରୁ ମନ ଦୂରେଇବେ

ଉ, ଭାଦ୍ରପଦ- ପଢାପଢିରେ ସର୍ମ୍ପୂର୍ଣ୍ଣ ଅବହେଳା କରିବେ । ଉପରିସ୍ଥ କର୍ମଚାରିଙ୍କ ନେତୃତରେ କାର୍ଯ୍ୟ ସମ୍ପାଦନା କରିବେ । ବନ୍ଧୁ ମିଳନ ହୋଇପାରେ । ଆର୍ଥିକ ଲାଭ ସହିତ ସମ୍ପତ୍ତି ବୃଦ୍ଧି ହେବ ।

ରେବତୀ- ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି । ଜୀବନରେ ନୂଆ ସଂକେତ ମିଳିପାରେ । ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ ।

ପ୍ରତିକାର – ବୃହସ୍ପତିଙ୍କ ଗାୟତ୍ରି ମନ୍ତ୍ରକୁ ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :