• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th August 2023: ଏହି ରାଶିର ବ୍ୟକ୍ତି ଆଜି ଆର୍ଥ ତଥା ଭୂମି, ସୁନା ଆଦି ଲାଭ କରିବେ

ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୬ ତାରିଖ ରବିବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି - ୫ମୀ ପ୍ରାତଃ ୦୭.୧୦ ଗତେ ୬ଷ୍ଠୀ (କ୍ଷୟ) ନିଶାନ୍ତ ୦୫.୨୦ ଗତେ ୭ମୀ ।ଘାତ ଚନ୍ଦ୍ର- ଧନୁ ରାତ୍ରି୦୧.୪୪ ଗତେ ମେଷ । ଘାତ ବାର- ମେଷ । ପୁଷ୍କର ଦୋଷ- ୧ ପାଦ । କୃଷିହାନୀ- ଭୂମିଦାନ ନିଶାନ୍ତ ୦୫.୨୦ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ।

Cancer

କର୍କଟ

Sunday 06 Aug 2023

ପୁନର୍ବସୁ- ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । କଠିନ ପରିଶ୍ରମ କରିବା ଦ୍ୱାରା ଯଶ ମାନ ସମ୍ମାନ ମିଳିବ । ପରିବାର ସଦସ୍ୟଙ୍କ ସହିତ ଆପଣଙ୍କର ଆଚରଣ ଭଲ ରହିବ ।

ପୁଷ୍ୟା- ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଶିକ୍ଷାକ୍ଷେତ୍ରରେ ବିଦ୍ୟାର୍ଥୀ ମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ରାଜନୀତି କ୍ଷେତ୍ରରେ ପ୍ରଂଶସିତ ହେବେ ।

ଅଶ୍ଳେଷା- ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ ।

ପ୍ରତିକାର – ବଗଳାମୁଖିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :