• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th August 2023: ଏହି ରାଶିର ବ୍ୟକ୍ତି ଆଜି ଆର୍ଥ ତଥା ଭୂମି, ସୁନା ଆଦି ଲାଭ କରିବେ

ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୬ ତାରିଖ ରବିବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି - ୫ମୀ ପ୍ରାତଃ ୦୭.୧୦ ଗତେ ୬ଷ୍ଠୀ (କ୍ଷୟ) ନିଶାନ୍ତ ୦୫.୨୦ ଗତେ ୭ମୀ ।ଘାତ ଚନ୍ଦ୍ର- ଧନୁ ରାତ୍ରି୦୧.୪୪ ଗତେ ମେଷ । ଘାତ ବାର- ମେଷ । ପୁଷ୍କର ଦୋଷ- ୧ ପାଦ । କୃଷିହାନୀ- ଭୂମିଦାନ ନିଶାନ୍ତ ୦୫.୨୦ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ।

Sagittarius

ଧନୁ

Sunday 06 Aug 2023

ମୂଳା- ସୁଖରେ ସମୟ ଅତିବାହିତ କରିବେ । ବ୍ୟବସାୟରେ ଲାଭବାନ୍ ହେବେ । କର୍ମ କ୍ଷେତ୍ରରେ ସଫଳତା ମିଳିପାରେ । ଛାତ୍ରଛାତ୍ରୀ ମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ, ମଧ୍ୟମ ଧରଣର ଫଳ ପାଇବେ ।

ପୂ, ଷାଢା- ଚାକିରି କ୍ଷେତ୍ରରେ ଅଧୀନସ୍ଥ କର୍ମଚାରୀ ହଇରାଣରେ ପକାଇ ପାରନ୍ତି । ପାରିବାରିକ ସହଯୋଗ ମିଳିବା ଦ୍ୱାରା ଧନ ଲାଭର ସୁଯୋଗ ଆସିବ । ଆବଶ୍ୟକୀୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିପାରନ୍ତି ।

ଉ, ଷାଢା- ବନ୍ଧୁ ମାନଙ୍କ ସହିତ ବୁଲାବୁଲିରେ ସମୟ ଅତିବାହିତ କରିବେ । କୈାଣସି କାରଣରୁ ବିବାଦ ଦେଖାପାରେ । ଯେଉଁ କାର୍ଯ୍ୟ କରିବେ ତାହା ଅପ୍ରିୟକର ହୋଇପାରେ ।

ପ୍ରତିକାର - ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :