• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th August 2024: ଏହି ରାଶିର ବ୍ୟକ୍ତିଙ୍କ ଘରୋଇ ସମସ୍ୟା ଦୂର ହେବ...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୬ ତାରିଖ ମଙ୍ଗଳବାର। ଚନ୍ଦ୍ର- ସିଂହ ଅହୋରାତ୍ର। ତିଥି- ୨ୟା ରାତ୍ରି ୦୭.୫୨ ଗତେ ୩ ୟା । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର। ଘାତବାର- ମକର ରାଶିର । ପୁଷ୍କର ଦୋଷ- ୨ ପାଦ କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୭.୫୨ ଗତେ ୧ ପାଦ କୃଷିହାନି-ଭୂମିଦାନ।

Aries

ମେଷ

Tuesday 06 Aug 2024

ଅଶ୍ୱିନୀ-ଆପଣଙ୍କ ଚିନ୍ତାଧାରାକୁ ବଦଳାଇ ବ୍ୟବସାୟରେ ଲାଭବାନ୍ ହେବାକୁ ଚେଷ୍ଟା କରିବେ । କାର୍ଯ୍ୟ କ୍ଷେତ୍ରରେ କାର୍ଯ୍ୟ ସିଦ୍ଧି ଲାଭ଼ କରିବେ । ପାରିବାରିକ ଜୀବନ ଆନନ୍ଦମୟ ରହିବ ।

ଦ୍ୱିଜା- ବ୍ୟବସାୟକୁ ବିସ୍ତାର କରିବା ପାଇଁ ଆପଣଙ୍କର ବିଶ୍ୱାସ ଆସିବ । ଚାକିରିରେ ଯୋଗ୍ୟତା ଅନୁସାରେ କୌଣସି ଉଚ୍ଚ ପଦବୀ ମିଳିପାରେ । କଳାକ୍ଷେତ୍ରରେ ଉନ୍ନତିର ରାସ୍ତା ମିଳିବ।

କୃତିକା- ନିଜ ଜୀବନକୁ ସୁସଂଗଠିତ ରଖିବା ପାଇଁ ନିଜର ଦକ୍ଷତା ବିକାଶ କରିବା ଆବଶ୍ୟକ । ସରକାରୀ କ୍ଷେତ୍ରର କର୍ମଚାରୀଙ୍କ ଦରମା ବୃଦ୍ଧି ପାଇପାରେ । ମହିଳାମାନେ କାର୍ଯ୍ୟ ବ୍ୟସ୍ତ ରହିପାରନ୍ତି ।

ପ୍ରତିକାର - ମା’ ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :