• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th August 2024: ଏହି ରାଶିର ବ୍ୟକ୍ତିଙ୍କ ଘରୋଇ ସମସ୍ୟା ଦୂର ହେବ...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୬ ତାରିଖ ମଙ୍ଗଳବାର। ଚନ୍ଦ୍ର- ସିଂହ ଅହୋରାତ୍ର। ତିଥି- ୨ୟା ରାତ୍ରି ୦୭.୫୨ ଗତେ ୩ ୟା । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର। ଘାତବାର- ମକର ରାଶିର । ପୁଷ୍କର ଦୋଷ- ୨ ପାଦ କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୭.୫୨ ଗତେ ୧ ପାଦ କୃଷିହାନି-ଭୂମିଦାନ।

Taurus

ବୃଷ

Tuesday 06 Aug 2024

କୃତିକା- ଅନ୍ୟ କୌଣସି ରୋଗରେ ଆକ୍ରାନ୍ତ ହୋଇପାରନ୍ତି । ଜୀବନସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବିଦ୍ୟାର୍ଥୀମାନେ ଏକାଗ୍ରତା ରକ୍ଷା କରିବେ। ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଂଗ୍ରହ କରିବେ।

ରୋହିଣୀ- ପରିବାର ସଦସ୍ୟଙ୍କ ସହିତ ଏକ ତୀର୍ଥ ସ୍ଥାନକୁ ବୁଲିବା ପାଇଁ ଯିବେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ। ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ଚାକିରିରେ ଅପଦସ୍ତ ହୋଇପାରନ୍ତି ।

ମୃଗଶିରା- ଶତ୍ରୁମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି । କୌଣସି କ୍ଷେତ୍ରରେ ଟଙ୍କା ବିନିଯୋଗ କରିବା କ୍ଷତିକାରକ ହୋଇପାରେ । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ।

ପ୍ରତିକାର – ନାଲି ରଙ୍ଗର ଗାଈକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :