• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th August 2024: ଏହି ରାଶିର ବ୍ୟକ୍ତିଙ୍କ ଘରୋଇ ସମସ୍ୟା ଦୂର ହେବ...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୬ ତାରିଖ ମଙ୍ଗଳବାର। ଚନ୍ଦ୍ର- ସିଂହ ଅହୋରାତ୍ର। ତିଥି- ୨ୟା ରାତ୍ରି ୦୭.୫୨ ଗତେ ୩ ୟା । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର। ଘାତବାର- ମକର ରାଶିର । ପୁଷ୍କର ଦୋଷ- ୨ ପାଦ କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୭.୫୨ ଗତେ ୧ ପାଦ କୃଷିହାନି-ଭୂମିଦାନ।

Aquarius

କୁମ୍ଭ

Tuesday 06 Aug 2024

ଧନିଷ୍ଠା- ପେଟ ବ୍ୟଥାରୁ ମୁକ୍ତି ମିଳିବ । ଯେକୈାଣସି କାମ କରିବା ବେଳେ ମନକୁ ଶାନ୍ତ ଋଖନ୍ତୁ । ବ୍ୟବସାୟରେ ପରିଶ୍ରମ ଅନୁଯାୟୀ ଫଳ ପାଇବ । ହଠାତ୍ କୌଣସି ଖୁସି ଖବର ପାଇପାରନ୍ତି।

ଶତଭିଷା- । ବନ୍ଧୁ ମାନଙ୍କ ସହିତ ସମୟ ଅତିବାହିତ କରିବେ । ପାରିବାରିକ ଜୀବନ ସୁଖ ଏବଂ ଶାନ୍ତିରେ କଟିବ । ଅଫିସ୍ରେ ସମସ୍ତେ ଆପଣଙ୍କୁ ସହଯୋଗ କରିବେ ।

ପୂ,ଭାଦ୍ରପଦ- ଆପଣଙ୍କ ସାଥୀଙ୍କୁ ଅଧିକ ସମର୍ଥନ କରନ୍ତୁ । ଆପଣ ସର୍ବଦା ନିଜର ଭବିଷ୍ୟତକୁ ଧ୍ୟାନରେ ରଖି କାର‌୍ୟ୍ୟ କରିବା ଉଚିତ । ଆପଣ ନିଜ ପାଇଁ କୌଣସି ସମ୍ପତ୍ତି ବିନିଯୋଗ କିମ୍ବା କ୍ରୟ କରିବେ ।

ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :