• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th August 2024: ଏହି ରାଶିର ବ୍ୟକ୍ତିଙ୍କ ଘରୋଇ ସମସ୍ୟା ଦୂର ହେବ...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୬ ତାରିଖ ମଙ୍ଗଳବାର। ଚନ୍ଦ୍ର- ସିଂହ ଅହୋରାତ୍ର। ତିଥି- ୨ୟା ରାତ୍ରି ୦୭.୫୨ ଗତେ ୩ ୟା । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର। ଘାତବାର- ମକର ରାଶିର । ପୁଷ୍କର ଦୋଷ- ୨ ପାଦ କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୭.୫୨ ଗତେ ୧ ପାଦ କୃଷିହାନି-ଭୂମିଦାନ।

Gemini

ମିଥୁନ

Tuesday 06 Aug 2024

ମୃଗଶିରା- ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ସନ୍ତାନ ମଧ୍ୟରେ ବ୍ୟତିକ୍ରମ ଘଟିବାର ଆଶଙ୍କା ରହିଛି । ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଓ କୂଟନୀତି ପ୍ରୟୋଗ କରି କାମ ହାସଲ କରିବେ।

ଆଦ୍ରା- ଆପଣଙ୍କର ବ୍ୟକ୍ତିତ୍ୱ ପ୍ରତ୍ୟେକ କ୍ଷେତ୍ରରେ ବିକାଶ ହେବ । ପରୀକ୍ଷାର୍ଥୀମାନେ ଶ୍ରେଷ୍ଠ ପ୍ରଦର୍ଶନକାରୀ ହେବାର ସମ୍ଭାବନା ଅଧିକ ଦେଖାଦେବ । ସାମାଜିକ ଗଣମାଧ୍ୟମରେ ସହଯୋଗ ଦେବେ ।

ପୁନର୍ବସୁ- ସମ୍ପତ୍ତି କ୍ରୟ କରିବାର ସୁଯୋଗ ପାଇବେ । ଛାତ୍ରଛାତ୍ରୀମାନେ ପଢାରେ ଅବହେଳା କରି ରନ୍ତି । ମହିଳାମାନଙ୍କ ମନୋବଳ ବୃଦ୍ଧି ଘଟିବ ।

ପ୍ରତିକାର – ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :