• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th August 2024: ଏହି ରାଶିର ବ୍ୟକ୍ତିଙ୍କ ଘରୋଇ ସମସ୍ୟା ଦୂର ହେବ...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୬ ତାରିଖ ମଙ୍ଗଳବାର। ଚନ୍ଦ୍ର- ସିଂହ ଅହୋରାତ୍ର। ତିଥି- ୨ୟା ରାତ୍ରି ୦୭.୫୨ ଗତେ ୩ ୟା । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର। ଘାତବାର- ମକର ରାଶିର । ପୁଷ୍କର ଦୋଷ- ୨ ପାଦ କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୭.୫୨ ଗତେ ୧ ପାଦ କୃଷିହାନି-ଭୂମିଦାନ।

Cancer

କର୍କଟ

Tuesday 06 Aug 2024

ପୁନର୍ବସୁ- ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦ୍ୱରେ ପଡିପାରନ୍ତି । ସ୍ୱାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦେବାକୁ ପଡିପାରେ । ପିତାମାତାଙ୍କ ସାହାର‌୍ୟ୍ୟ ଓ ସହଯୋଗ ପାଇବେ । ବ୍ୟବସାୟ, ବାଣିଜ୍ୟରେ ସି୍ଥର ଅବସ୍ଥା ଲାଗିରହିବ।

ପୁଷ୍ୟା- କର୍ମକ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ପରିବାରରେ କିପରି ତିକ୍ତତା ନଆସେ ସେଥି ଉପରେ ନଜର ରଖିବା ଆବଶ୍ୟକ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତ୍ତବ୍ୟରେ ତ୍ରୁଟି କରିପାରନ୍ତି।

ଅଶ୍ଲେଷା- ପ୍ରିୟ ବ୍ୟକ୍ତିଙ୍କ ପାଇଁ ସଠିକ୍ ମାର୍ଗରେ ବହୁତ କିଛି କରିବାକୁ ଚାହିଁବେ। ପରିବହନ, ବାଣିଜ୍ୟରେ ଆଶିଂକ ମନ୍ଦା ଦେଖାଦେବ । ପୂର୍ବରୁ ଅର୍ଜିତ କରିଥିବା ସମ୍ପତ୍ତିକୁ ନେଇ କିଛି ବିଶେଷ ଯୋଗନା ପ୍ରସ୍ତୁତ କରିପାରନ୍ତି । କ୍ୟାରିୟରେ ନୂଆ କୀର୍ତ୍ତିମାନ ସ୍ଥାପନ କରିବେ।

ପ୍ରତିକାର – ଧଳା କପଡାରେ କିଛି ଅରୁଆ ଚାଉଳ ଓ ମିଶ୍ରି ମିଶାଇ ଜଳରେ ଭସାଇ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :