• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th August 2024: ଏହି ରାଶିର ବ୍ୟକ୍ତିଙ୍କ ଘରୋଇ ସମସ୍ୟା ଦୂର ହେବ...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୬ ତାରିଖ ମଙ୍ଗଳବାର। ଚନ୍ଦ୍ର- ସିଂହ ଅହୋରାତ୍ର। ତିଥି- ୨ୟା ରାତ୍ରି ୦୭.୫୨ ଗତେ ୩ ୟା । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର। ଘାତବାର- ମକର ରାଶିର । ପୁଷ୍କର ଦୋଷ- ୨ ପାଦ କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୭.୫୨ ଗତେ ୧ ପାଦ କୃଷିହାନି-ଭୂମିଦାନ।

Leo

ସିଂହ

Tuesday 06 Aug 2024

ମଘା- ପ୍ରେମ ସମ୍ପର୍କ ଭଲ ରହିବ । ନୂଆ କଳାକୌଶଳ ଶିଖିବାକୁ ସୁଯୋଗ ମିଳିବ । ମନ ଭଲ ରହିବ । କର୍ମକ୍ଷେତ୍ରରେ ଭାବୁଥିବା କାମଟିକୁ କଷ୍ଟସାଧ୍ୟ ପୁରା କରିବେ।

ପୂ,ଫାଲଗୁନି- ଚାକିରିଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ । ପଡୋଶୀଙ୍କ କଟୁକ୍ତି ମନରେ ଗଭୀର ରେଖାପାତ କରିପାରେ। କୌଣସି କାମରେ ବିଶେଷ ଜ୍ଞାନ ହାସଲ କରିବେ।

ଉ,ଫାଲଗୁନି- ଶତ୍ରୁଙ୍କର ସମ୍ମୁଖୀନ ହୋଇପାରନ୍ତି । ହଜି ଯାଇଥିବା ଦ୍ରବ୍ୟର ସନ୍ଧାନ ମିଳିବ । ଅଯଥା କୋର୍ଟ ମାମଲାରେ ଫସି ଯାଇ ହଇରାଣ ହୋଇପାରନ୍ତି ।

ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :