• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th August 2024: ଏହି ରାଶିର ବ୍ୟକ୍ତିଙ୍କ ଘରୋଇ ସମସ୍ୟା ଦୂର ହେବ...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୬ ତାରିଖ ମଙ୍ଗଳବାର। ଚନ୍ଦ୍ର- ସିଂହ ଅହୋରାତ୍ର। ତିଥି- ୨ୟା ରାତ୍ରି ୦୭.୫୨ ଗତେ ୩ ୟା । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର। ଘାତବାର- ମକର ରାଶିର । ପୁଷ୍କର ଦୋଷ- ୨ ପାଦ କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୭.୫୨ ଗତେ ୧ ପାଦ କୃଷିହାନି-ଭୂମିଦାନ।

Virgo

କନ୍ୟା

Tuesday 06 Aug 2024

ଉ,ଫଳଗୁନି- ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଯେକୌଣସି ବହୁରାଷ୍ଟ୍ରୀୟ କମ୍ପାନୀ ସହିତ ମିଳିତ ଭାବରେ କାର‌୍ୟ୍ୟ କରିପାରିବେ । ବ୍ୟବସାୟ ପଥ ସୁଗମ ହେବ, ଆୟ ଅବ୍ୟହତ ହେବ । ଚାକିରି କ୍ଷେତ୍ରରେ ବୃଦ୍ଧି ବିଦ୍ୟାର ଉତମ ପ୍ରୟୋଗ କରି କାର‌୍ୟ୍ୟରେ ସଫଳତା ପାଇବେ।

ହସ୍ତା- ପରିବାର ପ୍ରତି ଆପଣଙ୍କର ଦାୟିତ୍ବ ପୂରଣ କରିବାରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବେ । ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲରହିବ।

ଚିତ୍ରା- ଖେଳାଳିମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇନଥାଏ । ଅନ୍ୟ ମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ।

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ପୂଜାପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :