• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th August 2024: ଏହି ରାଶିର ବ୍ୟକ୍ତିଙ୍କ ଘରୋଇ ସମସ୍ୟା ଦୂର ହେବ...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୬ ତାରିଖ ମଙ୍ଗଳବାର। ଚନ୍ଦ୍ର- ସିଂହ ଅହୋରାତ୍ର। ତିଥି- ୨ୟା ରାତ୍ରି ୦୭.୫୨ ଗତେ ୩ ୟା । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର। ଘାତବାର- ମକର ରାଶିର । ପୁଷ୍କର ଦୋଷ- ୨ ପାଦ କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୭.୫୨ ଗତେ ୧ ପାଦ କୃଷିହାନି-ଭୂମିଦାନ।

Libra

ତୁଳା

Tuesday 06 Aug 2024

ଚିତ୍ରା- ପେଟରେ କଷ୍ଟ ଅନୁଭବ କରିବେ । ଭାଇ-ଭଉଣୀଙ୍କ ଖୁସି ପାଇଁ ପାରିବାରରେ ଶାନ୍ତି କେତେକାଂଶରେ ଦେଖାଦେବ । ପତ୍ନୀଙ୍କ ସହ ମନମାଳିନ୍ୟ ଯୋଗୁଁ ଆପଣ ଅଶାନ୍ତି ଭୋଗ କରିବେ ।

ସ୍ୱାତୀ- ରାଜନୀତିରେ ପଛକଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ । ସଂଘର୍ଷ କରି ବିଜୟ ଲାଭ ପାଇବେ । ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ ।

ବିଶାଖା- ବିଦ୍ୟାର୍ଥୀମାନେ ପରୀକ୍ଷାରେ ଭଲ ସଫଳତା ପାଇବେ । ପିତୃ ପୁରୁଷ ସମ୍ପତ୍ତି ପାଇଁ ଖୁସି ଅନୁଭବ କରିବେ । ମହିଳାମାନେ ନୂଆ କାର୍ଯ୍ୟର ଅନୁସନ୍ଧାନ କରିବେ।

ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :