• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th August 2024: ଏହି ରାଶିର ବ୍ୟକ୍ତିଙ୍କ ଘରୋଇ ସମସ୍ୟା ଦୂର ହେବ...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୬ ତାରିଖ ମଙ୍ଗଳବାର। ଚନ୍ଦ୍ର- ସିଂହ ଅହୋରାତ୍ର। ତିଥି- ୨ୟା ରାତ୍ରି ୦୭.୫୨ ଗତେ ୩ ୟା । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର। ଘାତବାର- ମକର ରାଶିର । ପୁଷ୍କର ଦୋଷ- ୨ ପାଦ କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୭.୫୨ ଗତେ ୧ ପାଦ କୃଷିହାନି-ଭୂମିଦାନ।

Sagittarius

ଧନୁ

Tuesday 06 Aug 2024

ମୂଳା- ସୁସ୍ଥ ମାନସିକତା ରକ୍ଷା କରିବେ । ଭାଇଙ୍କଠାରୁ ସାହାର‌୍ୟ୍ୟ ସହଯୋଗ ପାଇ ଚିନ୍ତା ମୁକ୍ତ ରହିବେ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ।

ପୂ,ଷାଢା- କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ କରିବାକୁ ପଡିପାରେ । ରାଜନୀତି କରିବାରେ ଆଗ୍ରହ ପ୍ରକାଶ ପାଇବ । ଶତ୍ରୁଙ୍କ ଦ୍ୱାରା ଉପକୃତ ହୋଇପାରନ୍ତି ।

ଉ,ଷାଢା- ଚାକିରି କ୍ଷେତ୍ରରେ ମହିଳାମାନେ ମନୋନିତ ସ୍ଥାନକୁ ସ୍ଥାନାନ୍ତରିତ ହୋଇପାରନ୍ତି । ଦୀର୍ଘଦିନରୁ ଅଟଳି ରହିଥିବା ନିର୍ମାଣାଧୀନ କାମଟିକୁ ହଠାତ୍ ଆରମ୍ଭ କରିବାକୁ ମନ ବଳାଇ ପାରନ୍ତି। ଧାତୁ, ଅଳଙ୍କାର, ଗୃହୋପକରଣ କିମ୍ବା ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବାକୁ ମନସ୍ଥ କରିବେ।

ପ୍ରତିକାର – ମା’ ତାରାଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :