• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th August 2025: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ

ଅଶ୍ୱନୀ- ଅର୍ଥାଭାବ କାରଣରୁ ମାନସିକ ସ୍ଥିତି ସେତେଟା ଭଲ ରହି ନପାରେ। ତରବର ନହୋଇ ଧୀରସ୍ଥିର ମନ ନେଇ କାମକଲେ ସମସ୍ୟାର ସରଳ ସମାଧାନ ହେବ।କୈାଣସି ମୂଲ୍ୟବାନ ଦ୍ରବ୍ୟ ଲାଭ ହେବାର ସୂଚନା ରହିଛି

Virgo

କନ୍ୟା

Wednesday 06 Aug 2025

ଅର୍ଥ ଆୟ କରିବା ସହିତ ମାନସମ୍ମାନ ପାଇବେ । ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷାରେ ଭଲ ସଫଳତା ପାଇବେ ।

ଉ,ଫଳଗୁନି- ଅର୍ଥ ଆୟ କରିବା ସହିତ ମାନସମ୍ମାନ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ଘଟଣା ଗୁଡିକ  ଅସ୍ୱାଭାବିକ ଭାବେ ଚିନ୍ତା କରିବେ । ଅପୂରଣୀୟ ଅଭିଳାଶ ନେଇ ଦୁଃଖ ଅନୁଭବ କରିବେ । ହସ୍ତା- ସଂଗଠନ, ରାଜନୀତି, ପ୍ରତିଦ୍ୱନ୍ଦ୍ୱିତା ତଥା ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ବ୍ୟବସାୟିକ ସଫଳତା ମିଳିବ କିନ୍ତୁ ପୂର୍ଣ୍ଣ ସନ୍ତୋଷଜନକ ହେବ ନାହିଁ । ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷାରେ ଭଲ ସଫଳତା ପାଇବେ । ଚିତ୍ରା- ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ । କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ସାମୟିକ ଦୁଶ୍ଚିନ୍ତା ବୃଦ୍ଧି ପାଇବ। ଅସାବଧାନତା ବଶତଃ ଧନ ହାନି ଘଟିପାରେ । 

ପ୍ରତିକାର- ଗରିବ ଲୋକଙ୍କୁ ସାହାର୍ଯ୍ୟ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS

ଅଶ୍ୱନୀ- ଅର୍ଥାଭାବ କାରଣରୁ ମାନସିକ ସ୍ଥିତି ସେତେଟା ଭଲ ରହି ନପାରେ। ତରବର ନହୋଇ ଧୀରସ୍ଥିର ମନ ନେଇ କାମକଲେ ସମସ୍ୟାର ସରଳ ସମାଧାନ ହେବ।କୈାଣସି ମୂଲ୍ୟବାନ ଦ୍ରବ୍ୟ ଲାଭ ହେବାର ସୂଚନା ରହିଛି