ସମସ୍ୟାର ସମାଧାନ ପାଇଁ କଣ କରିବେ ?
ଅଶ୍ୱନୀ- ଦେହପୀଡାକୁ ଉପେକ୍ଷା କରି କର୍ମରେ ଲାଗି ରହିଥିବ । ଅର୍ଥ ଆୟକରିବା ସହିତ ମାନସମ୍ମାନ ପାଇବେ ।
ଦ୍ୱିଜା – ସନ୍ତାନ ମାନଙ୍କ ସଫଳତାକୁ ଦେଖି ଆପଣ ଖୁସି ଅନୁଭବ କରିବେ । କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ ଓ ସଂଘର୍ଷ କରିବାକୁ ପଡିବେ ।
କୃତିକା – ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ମହିଳା ମାନେ ଅନ୍ୟକୁ ସାହାଯ୍ୟ କରିବେ।
ପ୍ରତିକାର- ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ।
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯