• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th Dec 2022: ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସମସ୍ୟାର ସମାଧାନ ପାଇଁ କଣ କରିବେ ?

Cancer

କର୍କଟ

Tuesday 06 Dec 2022

ପୁନର୍ବସୁ- ଦାମ୍ପତ୍ୟ କଳହର ଅବସାନ ଘଟିବ। ଅନେକ ଦିନରୁ ବାକି ରହିଥିବା କାମକୁ ଆଜି ସଂପୂର୍ଣ୍ଣ କରିବେ। ଆର୍ଥିକ କ୍ଷେତ୍ରରେ ଲଭବାନ୍ ସହିତ ସଂଚୟ କରିପାରନ୍ତି।
ପୁଷ୍ୟା- ରାଜନୀତିରେ ଅଗ୍ରଣୀ ଭୂମିକା ନେବେ। ଛାତ୍ରଛାତ୍ରୀମାନେ ପଢାରେ ମନଯୋଗ ରଖିପାରିବେ ନାହିଁ। ଚାକିରି କ୍ଷେତ୍ରରେ ମନ ଅସ୍ଥିରତା ରହିବ। 
ଅଶ୍ଳେଷା-  ଜମିବାଡି ସମ୍ବନ୍ଧୀୟ ସମସ୍ୟାରୁ ମୁକ୍ତି ପାଇବେ। ମହିଳାମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣୀ ଦାୟିତ୍ୱ ନେଇପାରନ୍ତି।
ପ୍ରତିକାର– ଜଳ ସ୍ରୋତରେ ଭାସୁଥିବା ମାଛଙ୍କୁ ଖାଦ୍ୟ ଦିଅନ୍ତୁ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :