• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th Dec 2022: ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସମସ୍ୟାର ସମାଧାନ ପାଇଁ କଣ କରିବେ ?

Scorpio

ବିଛା

Tuesday 06 Dec 2022

ବିଶାଖା– ପ୍ରେମୀ ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ। ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡିପାରନ୍ତି।
ଅନୁରାଧା– ରାଜନୀତିରେ ଦୁଃସାହାସିକ ପଦକ୍ଷପ ନେବେ। ଖେଳାଳିଙ୍କ ପାଇଁ ଦିନଟି ବହୁତ ଭଲ ରହିବ। ବ୍ୟବସାୟରେ ଭାଗ୍ୟର ସହଯୋଗ ପାଇବେ।
ଜ୍ୟେଷ୍ଠା- ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ । ମହିଳା  ଅଧିକ ସମୟ ପିଲାଙ୍କ ସହିତ ବିତାଇବେ।                       
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :