ସମସ୍ୟାର ସମାଧାନ ପାଇଁ କଣ କରିବେ ?
ମୂଳା– ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସ୍ଥିରତା ଅକ୍ଷୁର୍ଣ୍ଣ ରହିବ। କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ।
ପୂ, ଷାଢା– ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ। ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ।
ଉ, ଷାଢା– ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ। ମାଲିକମକଦ୍ଦମାରେ ଓକିଲଙ୍କ ସାହାଯ୍ୟ ପାଇବେ।
ପ୍ରତିକାର– ପ୍ରତିଦିନ ସକାଳୁ ସୂର୍ଯ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ।
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩