Daily Horoscope 6th Dec 2022: ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସମସ୍ୟାର ସମାଧାନ ପାଇଁ କଣ କରିବେ ?

Aries

ମେଷ

Tuesday 06 Dec 2022

ଅଶ୍ୱନୀ- ଦେହପୀଡାକୁ ଉପେକ୍ଷା କରି କର୍ମରେ ଲାଗି ରହିଥିବ । ଅର୍ଥ ଆୟକରିବା ସହିତ ମାନସମ୍ମାନ ପାଇବେ ।
ଦ୍ୱିଜା – ସନ୍ତାନ ମାନଙ୍କ ସଫଳତାକୁ ଦେଖି ଆପଣ ଖୁସି ଅନୁଭବ କରିବେ ।  କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ ଓ ସଂଘର୍ଷ କରିବାକୁ ପଡିବେ ।
କୃତିକା – ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ମହିଳା ମାନେ ଅନ୍ୟକୁ ସାହାଯ୍ୟ କରିବେ।
ପ୍ରତିକାର-  ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :