ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୭ ତାରିଖ ଗୁରୁବାର ଚନ୍ଦ୍ର- କନ୍ୟା ଅହୋରାତ୍ର ତିଥି- ୧୦ମୀ ନିଶାନ୍ତ ୦୫.୦୬ ଗତେ ୧୧ଶୀ
ମଘା- ଶରୀରରେ ଆଘାତ ପାଇ ପାରନ୍ତି । ଆପଣଙ୍କର ବନ୍ଧୁ ସଂଖ୍ୟା ବଢିପାରନ୍ତି । ଗୃହ କାର୍ଯ୍ୟରେ ଆଗ୍ରହ ବଢିବ । ବ୍ୟବସାୟରେ ଅଭିବୃଦ୍ଧି ଘଟିପାରେ ।
ପୂ,ଫାଲଗୁନି- ଲକ୍ଷ୍ୟ ହାସଲ କରିବାକୁ ଅଧିକ ପରିଶ୍ରମ କରିବାକୁ ପଡିପାରେ । ଆପଣଙ୍କୁ ଅତିରିକ୍ତ ଖର୍ଚ୍ଚ ମଧ୍ୟ କରିବାକୁ ପଡ଼ିପାରେ । ଛାତ୍ରମାନେ ଅଧିକ ପରିଶ୍ରମ କରି ସେମାନଙ୍କର ଆତ୍ମବିଶ୍ୱାସ ବଢିବ
ଉ,ଫାଲଗୁନି- ମାଙ୍ଗଳିକ କାର୍ୟ୍ୟ କରିବା ପାଇଁ ବିଚାର କରିବେ । ନୂଆ କଳାକୈାଶଳ ଶିଖିବାକୁ ସୁଯୋଗ ମିଳିବ । ରାଜନୀତିରେ ଥିବା ବ୍ୟକ୍ତି ମାନେ ସଫଳତା ପାଇବେ
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧