• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th Dec 2023 : ଚାକିରୀରେ କର୍ମ ତତ୍‌ପର, ରାଜନୀତିରେ ଦୁଃସାହସିକ ପଦକ୍ଷପ ଗ୍ରହଣ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୭ ତାରିଖ ଗୁରୁବାର ଚନ୍ଦ୍ର- କନ୍ୟା ଅହୋରାତ୍ର ତିଥି- ୧୦ମୀ ନିଶାନ୍ତ ୦୫.୦୬ ଗତେ ୧୧ଶୀ

Capricorn

ମକର

Thursday 07 Dec 2023

ଉ,ଷାଢା- କୈାଣସି କାର୍ଯ୍ୟରେ ସଫଳତା ହାସଲ କରିବେ । ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିପାରନ୍ତି । ବନ୍ଧୁ ମେଳରେ ଆନନ୍ଦ ଅନୁଭବ କରିବେ । ଉଦର ବ୍ୟଥା ଭୋଗି ପାରନ୍ତି

ଶ୍ରବଣା- ସରକାରୀ ଓ ବେସରକାରୀ ସ୍ତରରେ ସମ୍ମାନିତ ହେବ । ବିଦ୍ୟାର୍ଥୀ ମାନେ ଦିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଂଶସିତ ହେବେ ।

ଧନିଷ୍ଠା- ସାହିତ୍ୟ, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାତ୍ମକ କାର‌୍ୟ୍ୟରେ ଅଗ୍ରଗତି ଘଟିବ।ଆଗାମୀ ମାଙ୍ଗଳିକ କାମ ସକାଶେ ଘର ସାଜସଜ୍ଜାରେ ବ୍ୟସ୍ତ ରହିପାରନ୍ତି ।ସଭାସମିତି, ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ।

ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :