Daily Horoscope 6th December 2024: ଆଜି ଏହି ରାଶିର ବ୍ୟକ୍ତି ଜମିଜମାକୁ ନେଇ କୋର୍ଟର ଦ୍ୱାରସ୍ଥ ହେବେ
/odishatv-khabar/media/media_files/uploadimage/library/16_9/16_9_0/IMAGE_1733455435-207349.jpg)
ସୈାର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୦୬ ତାରିଖ ଶୁକ୍ରବାର।ଚନ୍ଦ୍ର- ମକର ନିଶାନ୍ତ ୦୫.୦୬ ଗତେ କୁମ୍ଭ,ତିଥି-୫ମୀ ଦିବା ୧୨.୦୮ ଗତେ ୬ଷ୍ଠୀ,ଘାତଚନ୍ଦ୍ର- ସିଂହ ରାଶିର , ନିଶାନ୍ତ ୦୫.୦୬ ଗତେ ମିଥୁନ ଓ ମୀନ ରାଶିର,ଘାତବାର- ବିଛା, ଧନୁ ଓ ମୀନ ରାଶିର,ପୁଷ୍କର ଦୋଷ- ନାସ୍ତି
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
