ସୈାର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୦୬ ତାରିଖ ଶୁକ୍ରବାର।ଚନ୍ଦ୍ର- ମକର ନିଶାନ୍ତ ୦୫.୦୬ ଗତେ କୁମ୍ଭ,ତିଥି-୫ମୀ ଦିବା ୧୨.୦୮ ଗତେ ୬ଷ୍ଠୀ,ଘାତଚନ୍ଦ୍ର- ସିଂହ ରାଶିର , ନିଶାନ୍ତ ୦୫.୦୬ ଗତେ ମିଥୁନ ଓ ମୀନ ରାଶିର,ଘାତବାର- ବିଛା, ଧନୁ ଓ ମୀନ ରାଶିର,ପୁଷ୍କର ଦୋଷ- ନାସ୍ତି
ପୂ,ଭାଦ୍ରପଦ- ସ୍ୱାସ୍ଥ୍ୟରେ ସୁଧାର ଆସିବ । ପରିବାରରେ ଖର୍ଚ୍ଚର ପରିମାଣ ବୃଦ୍ଧି ପାଉଥିବାରୁ ମନରେ ସରସ୍ୱତା ରହିବ ନାହିଁ । ଅବଶ୍ୟ ନିଜର କାର୍ୟ୍ୟଦକ୍ଷତା ହେତୁ ବନ୍ଧୁ ମାନଙ୍କ ଗହଣରେ ପ୍ରଂଶସିତ ହେବେ
ଉ,ଭାଦ୍ରପଦ- କର୍ମ କ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହିତ ସପଂର୍କ ସ୍ଥାପନ କରିବେ । ରାଜନିତିରେ ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । କୈାଣସି ସଭାରେ ସମ୍ମାନିତ ହେବେ ।
ରେବତୀ- ମାଲିମକଦ୍ଦମାରେ ବିଜୟ ପ୍ରାପ୍ତିର ଆଶା କରିବେ । ମହିଳା ମାନଙ୍କର ସମସ୍ୟା ସୁଧାରିବା କ୍ଷେତ୍ରରେ ସହଯୋଗ ଅଭାବ ରହିବ ନାହିଁ । ବାହ୍ୟ ଶତୃ ମାନଙ୍କଠାରୁ ଦୂରେଇ ରହିବା ଭଲ
ପ୍ରତିକାର – ଗୋମାତାଙ୍କୁ ଗୁଡ,ବୁଟ, ପାଚୀଲା କନ୍ଦଳୀ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩