ସୈାର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୦୬ ତାରିଖ ଶୁକ୍ରବାର।ଚନ୍ଦ୍ର- ମକର ନିଶାନ୍ତ ୦୫.୦୬ ଗତେ କୁମ୍ଭ,ତିଥି-୫ମୀ ଦିବା ୧୨.୦୮ ଗତେ ୬ଷ୍ଠୀ,ଘାତଚନ୍ଦ୍ର- ସିଂହ ରାଶିର , ନିଶାନ୍ତ ୦୫.୦୬ ଗତେ ମିଥୁନ ଓ ମୀନ ରାଶିର,ଘାତବାର- ବିଛା, ଧନୁ ଓ ମୀନ ରାଶିର,ପୁଷ୍କର ଦୋଷ- ନାସ୍ତି
ମଘା- ଶାରିରୀକ ଦୁର୍ବଳତାରୁ ମୁକ୍ତି ପାଇବେ । ପାରିପାରିକ ଜୀବନ ସୁଖକର ହୋଇପାରେ । ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ । କର୍ମକ୍ଷେତ୍ରରେ କିଛି ନୂଆ ଅଭୀଜ୍ଞତା ହାସଲ କରିବେ ।
ପୂ,ଫାଲଗୁନି- ବ୍ୟବସାୟରେ ସୈଜନ୍ୟ ହାନି ଘଟିବ । ଦଳୀୟ ନେତାଙ୍କ ସହିତ କୈାଣସି କଥା ଆଲୋଚନା କରିପାରନ୍ତି । ଛାତ୍ରମାନେ ଏକାଗ୍ରତାର ସହ ପଢାରେ ମନ ଲଗାଇବେ
ଉ,ଫାଲଗୁନି- କଳାକାର ମାନଙ୍କୁ ଭଲ ସୁଯୋଗ ମିଳିବ । ମାଲିମକଦ୍ଧମାରେ ଜୟଯୁକ୍ତ ହେବେ । ମହିଳା ମାନେ ଅନ୍ୟକୁ ସାହାର୍ୟ୍ୟ କରିବେ ।
ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧