ସୈାର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୦୬ ତାରିଖ ଶୁକ୍ରବାର।ଚନ୍ଦ୍ର- ମକର ନିଶାନ୍ତ ୦୫.୦୬ ଗତେ କୁମ୍ଭ,ତିଥି-୫ମୀ ଦିବା ୧୨.୦୮ ଗତେ ୬ଷ୍ଠୀ,ଘାତଚନ୍ଦ୍ର- ସିଂହ ରାଶିର , ନିଶାନ୍ତ ୦୫.୦୬ ଗତେ ମିଥୁନ ଓ ମୀନ ରାଶିର,ଘାତବାର- ବିଛା, ଧନୁ ଓ ମୀନ ରାଶିର,ପୁଷ୍କର ଦୋଷ- ନାସ୍ତି
ମୂଳା- ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତି ପାଇବେ । ଆପଣଙ୍କ ଧ୍ୟାନ ଧର୍ମ କାର୍ୟ୍ୟରେ ଲାଗି ରହିବ । କାର୍ୟ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ , ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ
ପୂ,ଷାଢା- ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ । ବ୍ୟବସାୟ ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ହେବ । ରାଜନେତାଙ୍କ ସାହାର୍ୟ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ
ଉ,ଷାଢା- ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ୟ୍ୟ ହେବେ । ସମ୍ପତିକୁ ସାମାନ୍ୟ ଝଗଡା ଲାଗିପାରେ । ଉପଯୁକ୍ତ ଯୋନଜା ଦ୍ୱାରା କ୍ୟାରିୟରରେ ପରିବର୍ତନ ଭବିଷ୍ୟତ ଲାଗି ଲାଭଦାୟକ
ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩