• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th Feb 2024: ଏହି ରାଶିର ବ୍ୟକ୍ତିଙ୍କୁ ଚାକିରି କ୍ଷେତ୍ରରେ ବଡ଼ ଉପଲବ୍ଧି ମିଳିବ..

ସୈାର ମକର ମାସ ମାଘ କୃଷ୍ଣପକ୍ଷ। ଇଂରାଜୀରେ ୦୬ ତାରିଖ ମଙ୍ଗଳବାର। ଚନ୍ଦ୍ର- ବିଛା ପ୍ରାତଃ ୦୭.୩୪ ଗତେ ଧନୁ, ତିଥି- ୧୧ଶୀ ଦିବା ୦୪.୦୭ ଗତେ ୧୨ଶୀ, ଘାତଚନ୍ଦ୍ର- ପ୍ରାତଃ ୦୭.୩୪ ଗତେ ତୁଳା ଓ କୁମ୍ଭ ରାଶିର, ଘାତବାର- ମକର ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୪.୦୭ ଗତେ ୨ପାଦ -କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Aries

ମେଷ

Tuesday 06 Feb 2024

ଅଶ୍ୱନୀ- ବନ୍ଧୁଙ୍କ ସହ ଆକସ୍ମିକ ଭ୍ରମଣ ସୁଯୋଗ ଲାଭକରିବେ। ବ୍ୟବସାୟିକ ସ୍ଥିତି ସୁଦୃଢ଼ ରହିବା ହେତୁ ସାମାନ୍ୟ ଖୁସିର ଝଲକ ପରିଲକ୍ଷିତ ହେବ। ଅଫିସ୍ କାମ ପୂରା କରିବାରେ ସଂପୂର୍ଣ୍ଣ ସଫଳ ହେବେ ।

ଦ୍ୱିଜା- ରାଜନୈତିକ ସ୍ତରରେ ହଠାତ୍ ବିରାଧୀ ପକ୍ଷ ସକ୍ରିୟ ହୋଇପାରନ୍ତି। ପଡ଼ୋଶୀଙ୍କଠାରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଆବଶ୍ୟକତାନୁଯାୟୀ ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବା ସକାଶେ ମନ ବଳାଇପାରନ୍ତି।

କୃତିକା- ପବ୍ଲିକକେଶନ, ପ୍ଲଟିଂ କାରବାର, ଚୁକ୍ତିପତ୍ର କ୍ଷେତ୍ରରେ ସଫଳତା ମିଳିବ। କୌଣସି ଅସୁବିଧା ନ ଥିଲେ ମଧ୍ୟ ଅତୀତ ଘଟଣାକୁ ନେଇ ମନ ଦୁଃଖରେ ରହିବେ। ସ୍ୱାସ୍ଥ୍ୟ ସମସ୍ୟା, ପାରିବାରିକ ମତାନ୍ତର, ମନରେ ଭାବାନ୍ତର ସୃଷ୍ଟି କରିବ।

ପ୍ରତିକାର - ହନୁମାନଙ୍କର ପୂଜା ସହିତ ଚାଳିଶା ପାଠ କରନ୍ତୁ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :