• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th Feb 2024: ଏହି ରାଶିର ବ୍ୟକ୍ତିଙ୍କୁ ଚାକିରି କ୍ଷେତ୍ରରେ ବଡ଼ ଉପଲବ୍ଧି ମିଳିବ..

ସୈାର ମକର ମାସ ମାଘ କୃଷ୍ଣପକ୍ଷ। ଇଂରାଜୀରେ ୦୬ ତାରିଖ ମଙ୍ଗଳବାର। ଚନ୍ଦ୍ର- ବିଛା ପ୍ରାତଃ ୦୭.୩୪ ଗତେ ଧନୁ, ତିଥି- ୧୧ଶୀ ଦିବା ୦୪.୦୭ ଗତେ ୧୨ଶୀ, ଘାତଚନ୍ଦ୍ର- ପ୍ରାତଃ ୦୭.୩୪ ଗତେ ତୁଳା ଓ କୁମ୍ଭ ରାଶିର, ଘାତବାର- ମକର ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୪.୦୭ ଗତେ ୨ପାଦ -କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Taurus

ବୃଷ

Tuesday 06 Feb 2024

କୃତିକା- ସ୍ୱାସ୍ଥ୍ୟ ପାଇଁ ପ୍ରତିକୂଳ ପ୍ରଭାବ ସୃଷ୍ଟି କରିପାରେ। ଦୁର୍ବଳତା ଯୋଗୁ କାମ କରିବାକୁ ଆଗ୍ରହ ପ୍ରକାଶ କରିବେ ନାହିଁ । ପାରିବାରିକ କ୍ଷେତ୍ରରେ ସହମତି ଭିତ୍ତିରେ କାମ କରିବା ଭଲ।

ରୋହିଣୀ- ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ । ଅଫିସ୍ କାମରେ ଅବହେଳା ଦେବାକୁ ପଡ଼ିପାରେ । କ୍ୟାରିୟର ପ୍ରତି ସଚେତନ ହେବେ ।

ମୃଗଶିରା- ଅପୂରଣୀୟ ଆଶା, ସଙ୍ଗୀତ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାର୍ଯ୍ୟ ନିୟୋଜିତ ହୋଇପାରନ୍ତି। ସବୁ କିଛି ଭୁଲି ଅନ୍ୟମାନଙ୍କୁ ଆପଣେଇନେବେ। କଥା ଓ କାମରେ ଫରକ ରହିଲେ ମଧ୍ୟ ମୁହଁ ସାମ୍ନାରେ କହିପାରିବେ ନାହିଁ।

ପ୍ରତିକାର – ଶ୍ୱେତଚନ୍ଦନ କର୍ପୂର ମିଶେଇ ମସ୍ତକରେ ଧାରଣ କରନ୍ତୁ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :