• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th Feb 2024: ଏହି ରାଶିର ବ୍ୟକ୍ତିଙ୍କୁ ଚାକିରି କ୍ଷେତ୍ରରେ ବଡ଼ ଉପଲବ୍ଧି ମିଳିବ..

ସୈାର ମକର ମାସ ମାଘ କୃଷ୍ଣପକ୍ଷ। ଇଂରାଜୀରେ ୦୬ ତାରିଖ ମଙ୍ଗଳବାର। ଚନ୍ଦ୍ର- ବିଛା ପ୍ରାତଃ ୦୭.୩୪ ଗତେ ଧନୁ, ତିଥି- ୧୧ଶୀ ଦିବା ୦୪.୦୭ ଗତେ ୧୨ଶୀ, ଘାତଚନ୍ଦ୍ର- ପ୍ରାତଃ ୦୭.୩୪ ଗତେ ତୁଳା ଓ କୁମ୍ଭ ରାଶିର, ଘାତବାର- ମକର ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୪.୦୭ ଗତେ ୨ପାଦ -କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Aquarius

କୁମ୍ଭ

Tuesday 06 Feb 2024

ଧନିଷ୍ଠା- ଆକସ୍ମିକଭାବରେ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ସାହାର୍ଯ୍ୟକାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ। ଛାତ୍ରଛାତ୍ରୀ ମାନେ ଅଧ୍ୟୟନ ପ୍ରତି ଉତ୍ସାର୍ଗୀକୃତ ହୋଇ ଏକାଗ୍ରତା ସହିତ ସବୁକିଛି କରିବେ।

ଶତଭିଷା- ପ୍ରଶାସନିକ ସ୍ତରରେ ଅପରାହ୍ନରେ ସମସ୍ୟାର ସମାଧାନ ହୋଇଯିବ। ପାରିବାରିକ ସ୍ତରରେ ଅର୍ଥାଭାବ ଯୋଗୁ ବିଚଳିତ ହୋଇପାରନ୍ତି। ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି ।

ପୂ,ଭାଦ୍ରପଦ- ପାରିପାର୍ଶ୍ୱିକ ପରିସ୍ଥିତି ଓ ପରିବେଶ ଆପଣଙ୍କ ପାଇଁ ସୁଖଦ ଅନୁଭୂତି ଆଣିଦେବ। ଜନ ସମାଜରେ ଆଦୃତି ଲାଭ ସାଙ୍ଗକୁ ଯାନବାହନ, ପ୍ରଶାସନ ସକାଶେ ଅନୁକୂଳତା ଅନୁଭବ କରିବେ।

ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :