• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th Feb 2024: ଏହି ରାଶିର ବ୍ୟକ୍ତିଙ୍କୁ ଚାକିରି କ୍ଷେତ୍ରରେ ବଡ଼ ଉପଲବ୍ଧି ମିଳିବ..

ସୈାର ମକର ମାସ ମାଘ କୃଷ୍ଣପକ୍ଷ। ଇଂରାଜୀରେ ୦୬ ତାରିଖ ମଙ୍ଗଳବାର। ଚନ୍ଦ୍ର- ବିଛା ପ୍ରାତଃ ୦୭.୩୪ ଗତେ ଧନୁ, ତିଥି- ୧୧ଶୀ ଦିବା ୦୪.୦୭ ଗତେ ୧୨ଶୀ, ଘାତଚନ୍ଦ୍ର- ପ୍ରାତଃ ୦୭.୩୪ ଗତେ ତୁଳା ଓ କୁମ୍ଭ ରାଶିର, ଘାତବାର- ମକର ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୪.୦୭ ଗତେ ୨ପାଦ -କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Gemini

ମିଥୁନ

Tuesday 06 Feb 2024

ମୃଗଶିରା- କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିବେ। ବାଣିଜ୍ୟ, ବ୍ୟବସାୟ କାରବାରରେ ଉନ୍ନତି କରିବେ। ରୋଗର ଦାଉ, ଋଣବୋଝ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବେ।

ଆଦ୍ରା- ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟରେ ଆସି କାମ ହାସଲ କରିବାର ସୌଭାଗ୍ୟ ଅର୍ଜନ କରିପାରନ୍ତି । ପ୍ରଶଂସା ପ୍ରତ୍ୟେକ କ୍ଷେତ୍ରରେ ବନ୍ଧୁମାନଙ୍କ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ୱିତ କରିପାରନ୍ତି।

ପୁନର୍ବସୁ- ଯାହା ଆଶା କରୁଛନ୍ତି ତାହା ପାଇବେ। ସଭାସମିତି, ବନ୍ଧୁ ସମ୍ପର୍କ ଦିଗରୁ ଆଜି ଅନୁକୂଳ ଫଳ ପାଇବେ। ମାଲି ମକଦ୍ଦମା, ଆଲୋଚନା, ଗବେଷଣା କ୍ଷେତ୍ରରେ ପ୍ରତିବନ୍ଧକର ସମ୍ମୁଖୀନ ହେବେ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :