• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th Feb 2024: ଏହି ରାଶିର ବ୍ୟକ୍ତିଙ୍କୁ ଚାକିରି କ୍ଷେତ୍ରରେ ବଡ଼ ଉପଲବ୍ଧି ମିଳିବ..

ସୈାର ମକର ମାସ ମାଘ କୃଷ୍ଣପକ୍ଷ। ଇଂରାଜୀରେ ୦୬ ତାରିଖ ମଙ୍ଗଳବାର। ଚନ୍ଦ୍ର- ବିଛା ପ୍ରାତଃ ୦୭.୩୪ ଗତେ ଧନୁ, ତିଥି- ୧୧ଶୀ ଦିବା ୦୪.୦୭ ଗତେ ୧୨ଶୀ, ଘାତଚନ୍ଦ୍ର- ପ୍ରାତଃ ୦୭.୩୪ ଗତେ ତୁଳା ଓ କୁମ୍ଭ ରାଶିର, ଘାତବାର- ମକର ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୪.୦୭ ଗତେ ୨ପାଦ -କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Leo

ସିଂହ

Tuesday 06 Feb 2024

ମଘା- ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି। ନିଜ ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ। ଦୃଢ଼ ମନୋବଳ ସମସ୍ୟା ସମାଧାନରେ ସହାୟକ ହେବ।

ପୂ,ଫାଲଗୁନି- ସୁମଧୁର କଥା ସମସ୍ୟାର ସମାଧାନ, ଅର୍ଥଲାଭ, ସମ୍ମାନ, କାର୍ଯ୍ୟସିଦ୍ଧି କରାଇବ। ଠିକ୍ ବିଚାର ବିନା ସରଳ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି।

ଉ,ଫାଲଗୁନି- ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେବେ ଓ ସଭାସମିତିରେ ପ୍ରଶଂସିତ ହେବେ। ବନ୍ଧୁଙ୍କ ପରାମର୍ଶରେ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ।

ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :