• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th Feb 2024: ଏହି ରାଶିର ବ୍ୟକ୍ତିଙ୍କୁ ଚାକିରି କ୍ଷେତ୍ରରେ ବଡ଼ ଉପଲବ୍ଧି ମିଳିବ..

ସୈାର ମକର ମାସ ମାଘ କୃଷ୍ଣପକ୍ଷ। ଇଂରାଜୀରେ ୦୬ ତାରିଖ ମଙ୍ଗଳବାର। ଚନ୍ଦ୍ର- ବିଛା ପ୍ରାତଃ ୦୭.୩୪ ଗତେ ଧନୁ, ତିଥି- ୧୧ଶୀ ଦିବା ୦୪.୦୭ ଗତେ ୧୨ଶୀ, ଘାତଚନ୍ଦ୍ର- ପ୍ରାତଃ ୦୭.୩୪ ଗତେ ତୁଳା ଓ କୁମ୍ଭ ରାଶିର, ଘାତବାର- ମକର ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୪.୦୭ ଗତେ ୨ପାଦ -କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Virgo

କନ୍ୟା

Tuesday 06 Feb 2024

ଉ,ଫଳଗୁନି- ପରିବାରରେ ନୂତନ ସଦଶ୍ୟଙ୍କର ଆଗମନ ହୋଇପାରେ। ବିଭିନ୍ନ ପ୍ରକାର ସୁଖ ଓ ବିଳାସବ୍ୟସନ ଦିଗକୁ ମନ ଚାହିଁବ। ନୂତନ ଗୃହ, ଯାନବାହନ, ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାର ପ୍ରଭୃତି ମୂଲ୍ୟବାନ ଜିନିଷ ପାଇଁ ମନ ବଳାଇବେ।

ହସ୍ତା- ବିଳମ୍ବିତ ସମୟରେ ଅପେକ୍ଷା କରିଥିବା ଖବରଟି ପାଇବେ। ଅର୍ଥ ସମ୍ପର୍କ ଓ ଜମିବାଡ଼ିକୁ ନେଇ ଭ୍ରାତୃ ବିବାଦ ଦେଖାଦେଇପାରେ। ପ୍ରତିଯୋଗିତା, ବ୍ୟବସାୟ ବାଣିଜ୍ୟ, ମକଦ୍ଦମା ଓ ଯାତ୍ରା ସମ୍ପର୍କରେ ଚିନ୍ତା ବଢିବ।

ଚିତ୍ରା- ହଠାତ୍ କୌଣସି କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ହୁଅନ୍ତୁ ନାହିଁ। ଲେଖାପଢ଼ା ତଥା ପ୍ରକାଶନ ଓ ପ୍ରଶାସନ କ୍ଷେତ୍ରରେ ଶୁଭଫଳ ପାଇବେ। ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ।

ପ୍ରତିକାର - ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :