• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th Feb 2024: ଏହି ରାଶିର ବ୍ୟକ୍ତିଙ୍କୁ ଚାକିରି କ୍ଷେତ୍ରରେ ବଡ଼ ଉପଲବ୍ଧି ମିଳିବ..

ସୈାର ମକର ମାସ ମାଘ କୃଷ୍ଣପକ୍ଷ। ଇଂରାଜୀରେ ୦୬ ତାରିଖ ମଙ୍ଗଳବାର। ଚନ୍ଦ୍ର- ବିଛା ପ୍ରାତଃ ୦୭.୩୪ ଗତେ ଧନୁ, ତିଥି- ୧୧ଶୀ ଦିବା ୦୪.୦୭ ଗତେ ୧୨ଶୀ, ଘାତଚନ୍ଦ୍ର- ପ୍ରାତଃ ୦୭.୩୪ ଗତେ ତୁଳା ଓ କୁମ୍ଭ ରାଶିର, ଘାତବାର- ମକର ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୪.୦୭ ଗତେ ୨ପାଦ -କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Libra

ତୁଳା

Tuesday 06 Feb 2024

ଚିତ୍ରା- କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ। ଭୁଲ୍ ବୁଝାମଣା କାରଣରୁ ଦାମ୍ପତ୍ୟରେ ତିକ୍ତତା ଦେଖାଦେବ। ନିର୍ଦ୍ଦିଷ୍ଟ ଜାଗାରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇ ପଡ଼ିବେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି।

ସ୍ୱାତୀ- ବନ୍ଧୁଙ୍କ ଆଦରସୁହାଗ, ମନକୁ ପ୍ରଫୁଲ୍ଲିତ କରି ରଖିବ। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ଆର୍ଥିକ ସମସ୍ୟା, ମାମଲା, ଜମିଜମା, ପିଲାଙ୍କ ବିବାହ ସମ୍ପର୍କୀୟ ଚିନ୍ତାରେ ମନ ଅସ୍ଥିର ରହିବ।

ବିଶାଖା- କେତେକ କ୍ଷେତ୍ରରେ ମତାନ୍ତରର ସମ୍ଭାବନା ରହିଛି। କର୍ମକ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ କରିବେ।

ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :