• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th Feb 2024: ଏହି ରାଶିର ବ୍ୟକ୍ତିଙ୍କୁ ଚାକିରି କ୍ଷେତ୍ରରେ ବଡ଼ ଉପଲବ୍ଧି ମିଳିବ..

ସୈାର ମକର ମାସ ମାଘ କୃଷ୍ଣପକ୍ଷ। ଇଂରାଜୀରେ ୦୬ ତାରିଖ ମଙ୍ଗଳବାର। ଚନ୍ଦ୍ର- ବିଛା ପ୍ରାତଃ ୦୭.୩୪ ଗତେ ଧନୁ, ତିଥି- ୧୧ଶୀ ଦିବା ୦୪.୦୭ ଗତେ ୧୨ଶୀ, ଘାତଚନ୍ଦ୍ର- ପ୍ରାତଃ ୦୭.୩୪ ଗତେ ତୁଳା ଓ କୁମ୍ଭ ରାଶିର, ଘାତବାର- ମକର ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୪.୦୭ ଗତେ ୨ପାଦ -କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Capricorn

ମକର

Tuesday 06 Feb 2024

ଉ,ଷାଢା- ଉପରିସ୍ଥଙ୍କ ଅନୁକମ୍ପାରୁ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ ପାଇବେ। ଶିଳ୍ପ, ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ଉନ୍ନତ ଫଳ ପ୍ରାପ୍ତି ହୋଇପାରେ। ଯେକୌଣସି କ୍ଷେତ୍ରରେ ହେଉନା କାହିଁକି ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।

ଶ୍ରବଣା- ଉପର ମନରେ ମିତ୍ରଭାବ ଦେଖାଉଥିବା ବନ୍ଧୁମାନେ ପଛରେ ସରଳତାର ସୁଯୋଗ ଲାଭରେ ରହିବେ। ସାମାଜିକ ସ୍ତରରେ ମିଥ୍ୟା ଅଭିଯୋଗ ସକାଶେ ବିରକ୍ତ ହେବେ। ସାଧାରଣ କଥାରେ ପଡ଼ୋଶୀଙ୍କ ସହ ମନାନ୍ତର ଦେଖା ଦେଇପାରେ।

ଧନିଷ୍ଠା- କୌଣସି ଧର୍ମକାର୍ଯ୍ୟ, ଆନୁଷ୍ଠାନିକ କାମ, କଳା, କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ର ସମସ୍ୟାର ସରଳ ସମାଧାନ ହୋଇଯିବ। ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ ସବୁ ଠିକ୍ ହୋଇଯିବ।

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :