• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th February 2023: ଆଜି ଏହି ରାଶିର ବ୍ୟକ୍ତି ନୂତନ ଯାନବାହନ କ୍ରୟ କରିପାରନ୍ତି

ସୈାର ମକର ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୦୬ ତାରିଖ ସୋମବାର,ଚନ୍ଦ୍ର – କର୍କଟ ଦିବା ୦୩.୦୩ ଗତେ ସିଂହ,ତିଥି – ପ୍ରତିପଦ ରାତ୍ରି ୦୨.୧୮ ଗତେ ୨ୟା,ଘାତ ଚନ୍ଦ୍ର – ଦିବା ୦୩.୦୩ ଗତେ କର୍କଟ ଓ ମକର,ଘାତ ବାର- ମିଥୁନ ,ପୁଷ୍କର ଦୋଷ – ରାତ୍ରି ୦୨.୧୮ ଗତେ ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ।

Scorpio

ବିଛା

Monday 06 Feb 2023

ବିଶାଖା- ସ୍ବାସ୍ଥ୍ୟ ସମସ୍ୟା ମାନସିକ ଅସୁସ୍ଥତାର କାରଣ ହୋଇପାରେ। ଅଫିସ୍ର କୌଣସି ସଂକଟଜନକ ସ୍ଥିତିର ସମାଧାନ ହୋଇଯିବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ କ୍ଷେତ୍ରରୁ ସୁଫଳ ପାଇବେ ।

ଅନୁରାଧା- ନିଜ ଲୋକ ବିରୁଦ୍ଧାଚରଣ କରିପାରନ୍ତି। ହୋଟେଲ ଶିଳ୍ପ, ଛୋଟ ଦୋକାନ, ଆନୁଷ୍ଠାନିକ କାମ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ମଧୁର ବ୍ୟବହାର ଦ୍ୱାରା ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କର ପ୍ରିୟପାତ୍ର ହେବେ ।

ଜ୍ୟୋଷ୍ଠା- ଆକସ୍ମିକ ଭାବେ କାହା ଉପରେ ରାଗି ଅନର୍ଥ ଓ ଶତ୍ରୁତା ସୃଷ୍ଟି କରିବାକୁ ପଡ଼ିପାରେ । ପରିସ୍ଥିତିକୁ ଯେତେଟା ଜଟିଳ ମନେ କରୁଛନ୍ତି ସେମିତି କିଛି ହେବନାହିଁ । ଅସମ୍ପୂର୍ଣ୍ଣ କାର‌୍ୟ୍ୟ କିଛି ଅଂଶରେ ବଢ଼ିଚାଲିବ ।

ପ୍ରତିକାର –ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :