• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th February 2023: ଆଜି ଏହି ରାଶିର ବ୍ୟକ୍ତି ନୂତନ ଯାନବାହନ କ୍ରୟ କରିପାରନ୍ତି

ସୈାର ମକର ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୦୬ ତାରିଖ ସୋମବାର,ଚନ୍ଦ୍ର – କର୍କଟ ଦିବା ୦୩.୦୩ ଗତେ ସିଂହ,ତିଥି – ପ୍ରତିପଦ ରାତ୍ରି ୦୨.୧୮ ଗତେ ୨ୟା,ଘାତ ଚନ୍ଦ୍ର – ଦିବା ୦୩.୦୩ ଗତେ କର୍କଟ ଓ ମକର,ଘାତ ବାର- ମିଥୁନ ,ପୁଷ୍କର ଦୋଷ – ରାତ୍ରି ୦୨.୧୮ ଗତେ ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ।

Aquarius

କୁମ୍ଭ

Monday 06 Feb 2023

ଉ, ଷାଢା- ସ୍ବାସ୍ଥ୍ୟ ସମସ୍ୟା କମିଯିବାରୁ ଆଶ୍ୱସ୍ତି ଲାଭ କରିବେ । ନିକଟ ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ବ୍ୟବସାୟ ଓ ପରିବହନରେ ଅବଶ୍ୟ ବିଶେଷ କିଛି ଅସୁବିଧା ହେବନାହିଁ ।

ଶ୍ରବଣା- ମାଙ୍ଗଳିକ କାମ ଲାଗି ଗୃହସଜ୍ଜା ପ୍ରତି ଆଗ୍ରହ ବଢ଼ିପାରେ। ଅନ୍ୟମାନଙ୍କ ଭୁଲ୍ ଯୋଗୁ ଭଲ କାମ କରି ମଧ୍ୟ ନିନ୍ଦା ଶୁଣିବେ।

ଧନିଷ୍ଠା- ସାମାଜିକ ସ୍ତରରେ କିମ୍ବା ରାଜନୀତି କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ। ରପ୍ତାନି ବାଣିଜ୍ୟରେ ଉନ୍ନତି ଘଟିବ କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବ । ଜମିଜମା କାରବାରରେ ବିଳମ୍ବ ହେତୁ ସମସ୍ୟା ଦେଖାଦେଇପାରେ।

ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :